Maoists surrender: ୧୧ ଜଣ ମାଓବାଦୀଙ୍କ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ
କଳାହାଣ୍ତି: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ୍ବାଇ୍.ବି ଖୁରାନିଆଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି । ଏହି ୧୧ ଜଣ ସଦସ୍ୟ ଥିବା…