ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
ନୂଆଦିଲ୍ଲୀ: ଫେବୃଆରୀ ୧ ତାରିଖ ରବିବାର ଦିନ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିବେ। ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସୋମବାର ଦିନ ସୂଚନା ଦେଇଛନ୍ତି।
ତେବେ ୨୦୧୭ ପରେ ପ୍ରଥମ ଥର ପାଇଁ ରବିବାର ଦିନ ବଜେଟ୍ ଉପସ୍ଥାପନ କରାଯିବ। ଏହି…