Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
ନୂଆଦିଲ୍ଲୀ: ୨୦୨୬ ଏସୀୟ କ୍ରୀଡ଼ାରେ ଜାଭେଲିନ୍ ଥ୍ରୋ (ବର୍ଚ୍ଛା ଫିଙ୍ଗା) ପ୍ରତିଯୋଗିତାରେ ଭାରତର ଦବଦବା ସ୍ପଷ୍ଟ ଭାବେ ଦେଖିବାକୁ ମିଳିଛି । ଦୁଇଜଣ ଭାରତୀୟ ଖେଳାଳି ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଜାଭେଲିନ୍ ତାରକା ନୀରଜ ଚୋପ୍ରାଙ୍କ ଅନୁପସ୍ଥିତି…