JEEResult 2026:ପ୍ରକାଶ ପାଇଲା JEE (ମେନ୍) ସେସନ-୨ ରେଜଲ୍ଟ; ୨୬ ପ୍ରାର୍ଥୀଙ୍କର ସ୍କୋର ୧୦୦ ପ୍ରତିଶତ
ନୂଆଦିଲ୍ଲୀ: JEE (ମେନ୍) ସେସନ-୨ ରେଜଲ୍ଟ ପ୍ରକାଶ । JEE ମେନ୍ ଦେଶର ସବୁଠାରୁ ବଡ଼ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ମଧ୍ୟରୁ ଗୋଟିଏ। ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପରୀକ୍ଷା ଫଳ ଜାରି କରିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ଅଫିସିଆଲ୍ JEE ମେନ୍ ୱେବସାଇଟ୍…