Latest Odisha News

BREAKING NEWS

Yearly Archives

2026

ବାପାଙ୍କ ସମର୍ଥନରେ ବାହାରିଲେ ସୋଫିଆ

ଭୁବନେଶ୍ୱର: ସାରା ଦେଶରେ ଆଜି ପାଳିତ ହୋଇଛି ରାଷ୍ଟ୍ରୀୟ ଯୁବ ଦିବସ । ଏହି ଅବସରରେ ରାଜଧାନୀରେ ଯୁବ ସମାବେଶ କରିଛନ୍ତି ପୂର୍ବତନ କଂଗ୍ରେସ ନେତା ମହମ୍ମଦ ମୋକିମ । କଂଗ୍ରେସ ଦଳରୁ ବାହାରିବା ପରେ ଆଜି ସେ ଶକ୍ତି ପ୍ରଦର୍ଶନ କରିଛନ୍ତି । ଯୁବକମାନେ ଏକ ହୁଅ ଏବଂ ଦେଶକୁ ଆଗକୁ ନିଅ ବୋଲି ସେ…

୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ବିଧାନସଭାରେ ଆସନ ସଂଖ୍ୟା ୧୪୭ରୁ ପ୍ରାୟ ୨୦୦ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ଏନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ସୂଚିତ କରିଛନ୍ତି। ଭୁବନେଶ୍ୱରରେ ନୂତନ ବିଧାନସଭା କୋଠା ଏବଂ ଲୋକସେବା ଭବନର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ଆୟୋଜିତ ଏକ…

ଜମ୍ମୁରେ ଆତଙ୍କବାଦୀଙ୍କ ସାଟେଲାଇଟ୍ ଯୋଗାଯୋଗ ଟ୍ରାକ୍; ଭାରତୀୟ ସେନାର ସର୍ଚ୍ଚ ଅପରେସନ୍ ଆରମ୍ଭ

ଶ୍ରୀନଗର: ଜମ୍ମୁର କନାଚକ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ସାଟେଲାଇଟ୍ ଯୋଗାଯୋଗ ଟ୍ରାକ୍ କରାଯାଇଛି। ଗୁଇନ୍ଦା ସଂସ୍ଥାଗୁଡ଼ିକ ଥୁରାୟା ସାଟେଲାଇଟ୍ ଯୋଗାଯୋଗ ଡିଭାଇସର ବ୍ୟବହାରକୁ ଇଣ୍ଟରସେପ୍ଟ କରିଛନ୍ତି । ଏହି ଅଞ୍ଚଳଟି ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମାଠାରୁ ମାତ୍ର ଗୋଟିଏ…

Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…

ଭୁବନେଶ୍ଵର: ଦେଶରେ ଦୈନିକ ଘଟୁଥିବା ଦୁର୍ଘାଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ପରିବହନ ସଚିବ ଉଷା ପାଢୀ । ସେ ତଥ୍ୟ ରଖି କହିଛନ୍ତି ଯେ, ବର୍ଷକୁ ଦେଶରେ ଲକ୍ଷ ଦୁର୍ଘଟଣା ଘଟି ଅକାଳରେ ଯାଉଛି ୧ ଲକ୍ଷ ୭୦ ହଜାର ଜୀବନ । ସେହିପରି ଦୁର୍ଘଟଣାର ଶିକାର ହୋଇ ୩ ଲକ୍ଷରୁ ଅଧିକ ସଂଖ୍ୟାରେ ଲୋକ…

ପାକ୍ସ ସିଲିକାର ପୂର୍ଣ୍ଣକାଳୀନ ସଦସ୍ୟ ହେବ ଭାରତ, ଜାଣନ୍ତୁ କଣ…

ନୂଆଦିଲ୍ଲୀ: ଭାରତକୁ ଆମେରିକା ନେତୃତ୍ୱାଧୀନ ରଣନୈତିକ ପଦକ୍ଷେପ ପାକ୍ସ ସିଲିକାରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବ। ଏନେଇ ସୋମବାର ଦିନ ପ୍ରକାଶ କରିଛନ୍ତି ନବନିଯୁକ୍ତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍। ଏହି ପଦକ୍ଷେପ ସିଲିକନ୍, ଉନ୍ନତ ଉତ୍ପାଦନ ଏବଂ କୃତ୍ରିମ ବୁଦ୍ଧିମତ୍ତା (AI)…

Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…

ଭୁବନେଶ୍ବର: ବଜାରରେ ସୁନା ଓ ରୁପା ଦର ଆକାଶଛୁଆଁ ହେବାରେ ଲାଗିଛି । ଗତ ସପ୍ତାହରେ ଏହାର ଦର ସାମାନ୍ୟ କମିଥିବା ବେଳେ ଆଜି ପୁଣି ନୂଆ ଦର ସାମ୍ନାକୁ ଆସିଛି । ପୁଣି ନୂଆ ରେକର୍ଡ କରିଛି ସୂନା ଦର । ଆଜି ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୧.୪୦ଲକ୍ଷ ଅତିକ୍ରମ କରିଛି । ଦେଶର ରାଜଧାନୀ…

ରାୟଗଡ଼ାରେ ସଡକ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଲିମାମୋଡା ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ମୁନା କିମ୍ବାକା ଏବଂ କୃଷ୍ଣ କିମ୍ବାକା ବୋଲି ଜଣାପଡ଼ିଛି। ସେମାନେ ଗୁଡାରି ବ୍ଲକର…

ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ ଛାଡିବା ବେଳେ ଏକ ପୋଷ୍ଟରେ ଲେଖିଛନ୍ତି, “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ…

ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ବିରାଟ କୋହଲିଙ୍କ ଆକର୍ଷଣୀୟ ୯୩ ରନ ସହାୟତାରେ ଭାରତ ୪ ୱିକେଟରେ ବିଜୟ ହାସଲ କରିଛି । କୋହଲି ପ୍ଲେୟାର ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଦିନିକିଆ କ୍ରିକେଟରେ ସଚିନ ତେନ୍ଦୁଲକର ସର୍ବାଧିକ ୬୨ ଥର ପ୍ଲେୟାର ଅଫ ଦି…

ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ

ଭୁବନେଶ୍ୱର: "ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ-୨୦୨୧" ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…