Latest Odisha News

BREAKING NEWS

Yearly Archives

2026

Mahanadi Water Dispute:ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମହାନଦୀ ବୈଠକ;ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବୈଠକରେ…

ନୂଆଦିଲ୍ଲୀ:ମହାନଦୀ ଜଳ ବିବାଦ ସମାଧାନ ନେଇ ଗୁରୁତ୍ବପୂର୍ଣ୍ଣ ଅଗ୍ରଗତି । ଅକ୍ଟୋବର ୧ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ହେବ । ଏନେଇ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ପୀତାମ୍ୱର…

ବଡ଼ମ୍ବାର ପ୍ରସିଦ୍ଧ ଭଟ୍ଟାରିକା ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାଜଳ: ରୋଷେଇ ଘରକୁ ସ୍ଥାନାନ୍ତର ହେଲା ଦେବୀଙ୍କ…

କଟକ: ବଡ଼ମ୍ବା ସ୍ଥିତ ପ୍ରସିଦ୍ଧ ମା’ ଭଟ୍ଟାରିକା ମନ୍ଦିରରେ ପୁଣିଥରେ ବନ୍ୟା ଜଳ ପ୍ରବେଶ କରିଛି। ହୀରାକୁଦ ଡ୍ୟାମରୁ ବନ୍ୟା ଜଳ ନିଷ୍କାସନ ହେବା ପରେ ଏଭଳି ସ୍ଥିତି ଉପୁଜିଛି। ମହାନଦୀର ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ଏହି ବନ୍ୟା ଜଳ ମନ୍ଦିରର ଗର୍ଭଗୃହ ଗର୍ଭଗୃହରେ ପଶିଯାଇଛି। ସତର୍କତାମୂଳକ…

ଦିଲ୍ଲୀରେ ବଢୁଛି ଦୁଷ୍କର୍ମ ମାମଲା, ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ବଢୁଛି ଦୁଷ୍କର୍ମ ମାମଲା । ଦିଲ୍ଲୀ ଏନସିଆରରେ ଦୁଷ୍କର୍ମ ମାମଲା ପୋଲିସ ଓ ପ୍ରଶାସନର ବ୍ୟବସ୍ଥାଗତ ବିଫଳତାକୁ ଦର୍ଶାଉଛି । ଦିଲ୍ଲୀ ଏନସିଆରରେ ଘଟିଥିବା ଦୁଷ୍କର୍ମର ସାମ୍ପ୍ରତିକ ଘଟଣାଗୁଡିକ ଉପରେ ସ୍ୱତଃପ୍ରବୃତ ଭାବେ ସୁପ୍ରିମକୋର୍ଟର ବିଚାରପତି…

ଭୁବନେଶ୍ୱରରୁ ନିଖୋଜ ୩ ନାବାଳକଙ୍କ ପତ୍ତା ମିଳିଲା

ଭୁବନେଶ୍ବର: ମିଳିଲେ ଭୁବନେଶ୍ୱରରୁ ନିଖୋଜ ୩ ନାବାଳକ । ସମସ୍ତଙ୍କୁ ଜଗତସିଂହପୁରରୁ ସୁରକ୍ଷିତ ଉଦ୍ଧାର କଲା ପୋଲିସ। ଟ୍ୟୁସନ ଯିବାକୁ କହି ଘରୁ ବାହାରିବା ପରେ ନିଖୋଜ ହୋଇଯାଇଥିବା ୩ ନାବାଳକ ଛାତ୍ରଙ୍କୁ ଶେଷରେ ଠାବ କରିଛି କମିଶନରେଟ୍ ପୋଲିସ। ଜଗତସିଂହପୁରରେ ଜଣେ ସମ୍ପର୍କୀୟଙ୍କ ଘରୁ ତିନି…

Balijatra 2026:ଉପର ବାଲିଯାତ୍ରା ପଡିଆରେ ଖୋଲିବ ୫୯୧ ଷ୍ଟଲ୍; ରହିବ ଦହିବରା ହାଟ

କଟକ: ଏଥର ବାଲିଯାତ୍ରା ଆୟୋଜନରେ ଉପରପଡ଼ିଆକୁ ପ୍ରଶାସନ ଅଣଦେଖା କରିବ ନାହିଁ । କଟକ ଜିଲ୍ଲା ପ୍ରଶାସନ ପୂର୍ବାପେକ୍ଷା ଉପରପଡିଆର ବାଲିଯାତ୍ରାକୁ ଆହୁରି ଅଧିକ ଆକର୍ଷଣୀୟ କରିବାକୁ ଯୋଜନା କରିଛି । ଉପର ବାଲିଯାତ୍ରା ପଡ଼ିଆର ପ୍ରାୟ ୧ ଲକ୍ଷ ୯୩ ହଜାର ୩ଶହ ବର୍ଗଫୁଟ୍ ସ୍ଥାନରେ ଚଳିତ ଥର ପ୍ଲଟ୍…

UPI ପ୍ରସଙ୍ଗ, MDRରେ ଲାଗିବନି ରୋକ୍‌, କେନ୍ଦ୍ର ଦିଅ ସତ୍ୟପାଠ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନିର୍ଦ୍ଧିଷ୍ଟ ୟୁପିଆଇ କାରବାର ପାଇଁ ନୂତନ ଏମଡିଆର ବ୍ୟବସ୍ଥାକୁ ଚାଲେଂଜ କରୁଥିବା ଏକ ଆବେଦନ ଉପରେ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାର, ଆରବିଆଇ ଓ ଏନପିସିଆଇଙ୍କ ଠାରୁ ଜବାବ୍ ଲୋଡିଛନ୍ତି । ଏହି ପ୍ରସଙ୍ଗରେ ସୋମବାର କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ ଏକ ସତ୍ୟପାଠ ଦାଖଲ…

ରାଜ୍ୟରେ ନିଖୋଜ ହୋଇଛନ୍ତି ୧୯ ହଜାର ମହିଳା ଓ ଶିଶୁ

ଭୁବନେଶ୍ୱର: ରାଜ୍ୟରେ ନିଖୋଜ ହୋଇଛନ୍ତି ୧୯ ହଜାର ମହିଳା ଓ ଶିଶୁ। ଏ ଏଭଳି ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଦୁଇ ବର୍ଷର ଅବଧିକୁ ନେଇ ପ୍ରସ୍ତୁତ ସରକାରୀ ତଥ୍ୟ ଅନୁଯାୟୀ, ହଜାର ହଜାର ନିଖୋଜ ମାମଲାର ସମାଧାନ ହୋଇପାରିନାହିଁ, ଯାହା ନାଗରିକ ସମାଜ ଓ ଆଇନ ପ୍ରଣୟନକାରୀ ସଂସ୍ଥା ମଧ୍ୟରେ…

ଟ୍ରମ୍ପଙ୍କ ପ୍ରଚାରରେ ଖର୍ଚ୍ଚ ହେଉଛି କି ସରକାରୀ ପାଣ୍ଠି!

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପ ପ୍ରଶାସନର ସରକାରୀ ବିଜ୍ଞାପନକୁ ନେଇ ଆମେରିକାରେ ଏକ ବିବାଦ ଦେଖାଦେଇଛି। ରିପୋର୍ଟ ଅନୁଯାୟୀ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୨୦୨୪ ନିର୍ବାଚନ ପ୍ରଚାରରେ ବ୍ୟବହୃତ ଏକ ବିଜ୍ଞାପନ ଏବେ ଟେଲିଭିଜନରେ ପ୍ରସାରିତ ହେଉଛି। ଅନେକ ଆଇନ ପ୍ରଣୟନକାରୀ…

ଗାନ୍ଧୀ ମାର୍ଗରେ ବିଜେଡିର ଗର୍ଜନ, MMDR ବିଲ୍ ପ୍ରତ୍ୟାହାର ଦାବିରେ ବିକ୍ଷୋଭ

ଭୁବନେଶ୍ୱର: MMDRକୁ ନେଇ ଗର୍ଜିଲା ବିଜେଡି। ଗାନ୍ଧୀ ମାର୍ଗରେ MMDR ବିଲ୍ ପ୍ରତ୍ୟାହାର ଦାବିରେ ବିକ୍ଷୋଭ। ବିଧାନସଭାରେ କକ୍ଷତ୍ୟାଗ କରି ଧାରଣାରେ ବିଜେଡି ବିଧାୟକ। ଲୋୟର ପିଏମଜିରେ ବିଶାଳ ଗଣବିକ୍ଷୋଭ ସହ ବିଧାନସଭା ଘେରାଉ କରୁଛି BJD । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ବିଜେଡି…

ଘରେ ଲଗାଇଛନ୍ତି କି ଏହି ୫ଟି ଗଛ? ହୋଇଯିବେ ଗରିବ, ସାବଧାନ ରୁହନ୍ତୁ

ନୂଆଦିଲ୍ଲୀ: ଆଜିକାଲି ଲୋକେ ନିଜ ଘରକୁ ସୁନ୍ଦର ଏବଂ ସବୁଜ କରିବା ପାଇଁ ବିଭିନ୍ନ ପ୍ରକାରର ଗଛ ଲଗାନ୍ତି। ହେଲେ ଆପଣ ଜାଣନ୍ତି କି ବାସ୍ତୁ ଶାସ୍ତ୍ର ପ୍ରତ୍ୟେକ ଗଛକୁ ଘର ପାଇଁ ଶୁଭ ବୋଲି ବିବେଚନା କରେ ନାହିଁ। କିଛି ଗଛ ବିଷୟରେ ବିଶ୍ୱାସ ଅଛି ଯେ ସେଗୁଡ଼ିକୁ ଭିତରେ କିମ୍ବା ଭୁଲ ସ୍ଥାନରେ…