Trump on 40-minute call with ‘friend’ PM Modi: ଫୋନ୍ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କ’ଣ…
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଏକ ଫୋନ୍ କଲ୍ ମାଧ୍ୟମରେ କଥାବାର୍ତ୍ତା କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ କ’ଣ କଥାବାର୍ତ୍ତା ହୋଇଥିଲା, ସେ ବିଷୟରେ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ତାଙ୍କର…