CBSE ଦଶମ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖିଥିବା ଓଡ଼ିଶାର ଦୁଇ ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ୫୦୦ ରୁ ୫୦୦ ନମ୍ବର ରଖି ସର୍ବଭାରତୀୟ ସ୍ତରରେ କୃତିତ୍ୱ ହାସଲ କରିଛନ୍ତି ଓଡ଼ିଶାର ଦୁଇ ମେଧାବୀ ଛାତ୍ରୀ ଟିନା ରଥ ଏବଂ ଆଲିଶା ବିଶ୍ୱାଳ। ଗତକାଲି (ବୁଧବାର) CBSE ଦଶମ ପରୀକ୍ଷା ଫଳାଫଳ ଘୋଷଣା ହୋଇଛି। ଟିନା ପୁରୀର ମଦର୍ସ ପବ୍ଲିକ୍ ସ୍କୁଲର…