୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା
ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି।
ଭାରତୀୟ ପାଣିପାଗ ବିଭାଗ ସୂଚନାନୁଯାୟୀ, ଏହି ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହୋଇ ୧୨ କିମ୍ବା ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ପରେ ଏହା…