୯ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ହେଲା ସଫଳ: ପଥର ସନ୍ଧିରୁ ନାବାଳକ ଉଦ୍ଧାର
ନୟାଗଡ଼: ପଥର ଖୋଲରେ ଫସିଥିବା ନାବାଳକ ଉଦ୍ଧାର। ୯ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ପଥର ଭିତରୁ ଉଦ୍ଧାର। ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ପରେ ଉଦ୍ଧାର ପାଇଲେ। ଉଦ୍ଧାର ପାଇଥିବା ନାବାଳକକୁ ଚିକିତ୍ସା ପାଇଁ ମେଡିକାଲ୍ ସ୍ଥାନାନ୍ତର କରାଯାଇଛି। ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ…