ମହାନଦୀରେ ବଢୁଛି ବନ୍ୟା ଭୟ: ବଡ଼ମ୍ବା ଭଟ୍ଟାରିକା ପୀଠରେ ୧୬୩ ଧାରା ଲାଗୁ, ମନ୍ଦିର ଛୁଇଁଲା ବନ୍ୟାଜଳ
ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଏବଂ ହୀରାକୁଦ ଜଳଭଣ୍ଡାରରୁ ଲଗାତର ବନ୍ୟାଜଳ ନିଷ୍କାସନ ଫଳରେ ମହାନଦୀରେ ଜଳସ୍ତର ବିପଦଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହାର ସିଧାସଳଖ ପ୍ରଭାବ କଟକ ଜିଲ୍ଲାର ବିଭିନ୍ନ ତଳିଆ ଅଞ୍ଚଳ ଉପରେ ପଡ଼ିବା ଆରମ୍ଭ ହୋଇଗଲାଣି । ବିଶେଷ କରି ମହାନଦୀ…