୮୨ ଗ୍ରାମର ବ୍ରାଉନ୍ସୁଗାର ଜବତ, ଅଭିଯୁକ୍ତ ଗିରଫ
ଜଗତସିଂହପୁର: ବାଲିକୁଦା ଅବକାରୀ ଥାନା ପକ୍ଷରୁ ଅସିଳୋ ଛକରେ ଚଢ଼ାଉ କରାଯାଇ ୮୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି । ବିଶେଷ ସୂତ୍ରକୁ ଆଧାର କରି ଜଗତସିଂହପୁର ଅବକାରୀ ରେଞ୍ଜ ଇନ୍ସପେକ୍ଟର ଶ୍ରୀକାନ୍ତ କୁମାର ପଟ୍ଟନାୟକଙ୍କ ନେତୃତ୍ବରେ ଏକ ଟିମ୍ ଅସିଳୋ ଛକ ଠାରେ ଚଢାଉ କରିଥିଲେ।…