Isreal Iran US Ceasefire: ମଧ୍ୟପ୍ରାଚ୍ୟରେ ଫେରିଲା ଶାନ୍ତି! ଜାଣନ୍ତୁ ଇରାନର ୧୦-ସୂତ୍ରୀ ସେଇ ଯୋଜନା, ଯାହା… ଓଡ଼ିଶା ସମ୍ବାଦ ବ୍ୟୁରୋ israel-us-iran-war-whats-is-10-points-iran-ceasefire-plan
ଉଛୁଳିଲା ସେୟାର ମାର୍କେଟ: ସେନସେକ୍ସ ୨୭୦୦ ପଏଣ୍ଟ ବୃଦ୍ଧି ଓଡ଼ିଶା ସମ୍ବାଦ ବ୍ୟୁରୋ ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ ଯୋଗୁଁ ଆଜି ଏସୀୟ ବଜାରରେ ତୀବ୍ର ବୃଦ୍ଧି ଘଟିଛି। ଏହାର ପ୍ରତିଫଳନ ଘରୋଇ ଷ୍ଟକ୍ ବଜାର ଉପରେ ମଧ୍ୟ ପଡୁଛି। ପ୍ରାରମ୍ଭିକ କାରବାରରେ ବିଏସଇ ସେନସେକ୍ସ ୨୭୦୦ ପଏଣ୍ଟରୁ ଅଧିକ ବୃଦ୍ଧି ପାଇଥିଲା, ଯେତେବେଳେ…
ବିଶ୍ୱ ସଙ୍କଟ ମଧ୍ୟରେ ରେପୋ ହାର ଅପରିବର୍ତ୍ତିତ ଓଡ଼ିଶା ସମ୍ବାଦ ବ୍ୟୁରୋ ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ବିଶ୍ୱ ଅନିଶ୍ଚିତତା ସତ୍ତ୍ୱେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ଅପରିବର୍ତ୍ତିତ ରଖିଛି। ବୁଧବାର ଦିନ ମୁଦ୍ରା ନୀତି କମିଟି (MPC) ଏହାର ବୈଠକରେ ଏହାକୁ ୫.୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଏହା…
Iran US ଯୁଦ୍ଧବିରତି ଉପରେ ଆସିଲା ନେତାନ୍ୟାହୁଙ୍କ ପ୍ରଥମ ବୟାନ, କହିଲେ, ‘ନିଜ ସର୍ତ୍ତ ସହିତ…’ ଓଡ଼ିଶା ସମ୍ବାଦ ବ୍ୟୁରୋ ନୂଆଦିଲ୍ଲୀ: ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଇସ୍ରାଏଲର ପ୍ରଥମ ପ୍ରତିକ୍ରିୟା ଆସିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ଏବଂ ନିଜର ସର୍ତ୍ତ ମଧ୍ୟ ସ୍ଥିର କରିଛନ୍ତି। ଇସ୍ରାଏଲୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଇରାନ ସହିତ…
୭ ଦିନିଆ ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ ଓଡ଼ିଶା ସମ୍ବାଦ ବ୍ୟୁରୋ କଟକ: ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ। ୭ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଲେ JMFC କୋର୍ଟ। କାଲିଠୁ ୧୫ ତାରିଖ ଯାଏଁ ରିମାଣ୍ଡରେ ନେବ କର୍ଣ୍ଣାଟକ ପୋଲିସ। ୨୦ କୋଟି ଟଙ୍କାର ସୁନା ଗହଣା ଲୁଟ୍ ମାମଲାରେ କରିବ ପଚରାଉଚରା। ଆସନ୍ତା ୯ ତାରିଖରୁ ୧୫ ତାରିଖ ଯାଏଁ…
ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍ ଓଡ଼ିଶା ସମ୍ବାଦ ବ୍ୟୁରୋ ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ। ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ। ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ରେଡ୍ କରୁଛି…
ATSର ବଡ଼ କାର୍ଯ୍ୟାନୁଷ୍ଠାନ, ମହିଳା ସମେତ ୫ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚର ଗିରଫ ଓଡ଼ିଶା ସମ୍ବାଦ ବ୍ୟୁରୋ ଲକ୍ଷ୍ନୌ: ଉତ୍ତରପ୍ରଦେଶ ଏଟିଏସ୍ର ଦେଓବନ୍ଦ ୟୁନିଟ୍ ମଙ୍ଗଳବାର ଦିନ ଶାମଲିର କୈରାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ପାଞ୍ଚ ଜଣ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖିଛି। ସେମାନେ ପାକିସ୍ତାନକୁ ସମ୍ବେଦନଶୀଳ ସୂଚନା ପଠାଉଥିବା ଅଭିଯୋଗ ହୋଇଛି। ଏଟିଏସ୍ର ଏହି…
ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ, ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓଡ଼ିଶା ସମ୍ବାଦ ବ୍ୟୁରୋ ଭୁବନେଶ୍ୱର: ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ। ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ଖୋର୍ଦ୍ଧା, ଯୋଜପୁର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ସତର୍କତା। ବାକି ୨୭ ଜିଲ୍ଲାକୁ ବି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…
ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକ ଶେଷ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଓଡ଼ିଶା ସମ୍ବାଦ ବ୍ୟୁରୋ ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରୁ ନୂଆ ରତ୍ନ ପଲଙ୍କରେ ନିଦ୍ରା ଯିବେ ମହାପ୍ରଭୁ। ତିନି ସେଟ୍ ରତ୍ନ ପଲଙ୍କ ପ୍ରସ୍ତୁତ ହୋଇଛି। ଆସନ୍ତା ୧୪ ଏପ୍ରିଲରୁ ଏହା…
ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା ଓଡ଼ିଶା ସମ୍ବାଦ ବ୍ୟୁରୋ ୱାଶିଂଟନ: ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା। ୨ ସପ୍ତାହ ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି। ହର୍ମୁଜ ପ୍ରଣାଳୀକୁ ଖୋଲିବାକୁ ଇରାନ ରାଜି ହେବା ପରେ ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ। ଇରାନର ୧୦ ସୂତ୍ରୀ ପ୍ରସ୍ତାବ ଉପରେ ଆଲୋଚନା କରାଯିବ।…