ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
ଭୁବନେଶ୍ବର: ରାଜ୍ୟରେ ଲୁହାପଥର ଉତ୍ପାଦନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଖଣି ଲିଜ୍ଧାରୀ ଓ ଶିଳ୍ପପତି ମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନ ଠାରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଶିଳ୍ପାୟନ ଏବଂ ଦେଶରେ…