ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
ଭୁବନେଶ୍ୱର:ପୂର୍ବତଟ ରେଳପଥ ପୁଣି ଥରେ ଭାରତୀୟ ରେଳବାଇର ପ୍ରମୁଖ ପଣ୍ୟ ପରିବହନକାରୀ ଜୋନ୍ ଭାବେ ନିଜର ସ୍ଥାନକୁ ସୁଦୃଢ଼ କରିଛି। ୨୦୨୫–୨୬ ଆର୍ଥିକ ବର୍ଷରେ ଏହା ୨୮୬.୩ ନିୟୁତ ଟନ୍ର ସର୍ବକାଳୀନ ସର୍ବାଧିକ ପଣ୍ୟ ପରିବହନ ହାସଲ କରିଛି। ପୂର୍ବବର୍ଷ ୨୦୨୪–୨୫ ଆର୍ଥିକ ବର୍ଷରେ ୨୫୯.୨୫ ନିୟୁତ…