Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ନେଇ ବିଜୁ ଜନତା ଦଳ ଆଜି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକ ଠାରେ ଏକ ଧାରଣା ଦେଇ ଦୁବେଙ୍କ ମନ୍ତବ୍ୟକୁ କଡା ବିରୋଧ…