ଦୁର୍ଦ୍ଦାନ୍ତ ମାଓ ନେତା ହେମଲା ସହ ଆତ୍ମସମର୍ପଣ କଲେ ୪୭ ଜଣ କ୍ୟାଡର ନକ୍ସଲ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସ ନିକଟରେ ଆଜି ଦୁର୍ଦ୍ଦାନ୍ତ ମାଓ ନେତା ହେମଲା ଓରଫ ଭିଜା ସମେତ ୪୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ହାଇଦ୍ରାବାଦ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ସମ୍ମୁଖରେ ଏମାନେ ୩୨ଟି…