ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ନାବାଳକର ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଚରମ ଅବହେଳା ଅଭିଯୋଗ। ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଜଣେ ୧୧ ବର୍ଷ ନାବାଳକର ଜୀବନ ଚାଲିଯାଇଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି। ନାବାଳକ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା। ଖୋର୍ଦ୍ଧା ଚାନ୍ଦପୁରରୁ ଆସିଥିବା ପରିବାରର ହସ୍ପିଟାଲ ସମ୍ମୁଖରେ…