ମାର୍ଚ୍ଚରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ
ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମାର୍ଚ୍ଚ ୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ତେବେ ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ମିଳିଛି।
ସୂତ୍ର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କ୍ୟାମ୍ପସରେ ପ୍ରତିଷ୍ଠା ଦିବସ ପାଳନରେ…