ଇସ୍ରାଏଲ୍ର ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ
ନୂଆଦିଲ୍ଲୀ: ଇସ୍ରାଏଲ୍ର ସ୍ବାଧୀନତା ଦିବସ ଉତ୍ସବରେ ଯୋଗଦେବା ସହ ମଶାଲ ପ୍ରଜ୍ୱଳନ (Torch lighting) କରିବା ପାଇଁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦfଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରଣ କରିଛନ୍ତି। ୨୨ ଅକ୍ଟୋବର ୨୦୨ରେ ଉଭୟ ନେତାଙ୍କ…