ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୩ ଦିନ ଲାଗି ସ୍କୁଲ ଛୁଟି
ଗଞ୍ଜାମ: ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସୋମବାର ଦିନ ଗଞ୍ଜାମ ପ୍ରଶାସନ ୨୧ ଏପ୍ରିଲରୁ ତିନି ଦିନ ପାଇଁ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ଘୋଷଣା କରିଛି।
ଅଧିକ ଗରମ ଯୋଗୁଁ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଅପରପକ୍ଷରେ OSEPA…