ଆଫଗାନିସ୍ତାନ ବିପକ୍ଷ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ: କୋହଲି, ରୋହିତ ଖେଳିବେ
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ଏବଂ ଦିନିକିଆ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳର ଘୋଷଣା କରାଯାଇଛି । ଯଶପ୍ରୀତ ବୁମରାହ ଓ ରବୀନ୍ଦ୍ର ଜାଡେଜାଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ଦିନିକିଆ ଦଳରେ ରୋହିତ ଶର୍ମା, ବିରାଟ କୋହଲି ସ୍ଥାନ ପାଇଛନ୍ତି । ୩ ବର୍ଷ ପରେ ଈଶାନ କିଶାନ ଜାତୀୟ…