ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ଘୋଷଣା ହେଲା ତାରିଖ
ଭୁବନେଶ୍ୱର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଏକ ବଡ଼ ଖବର। ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବାକୁ ଯାଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ। ୨୦ ତାରିଖ ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ରୁ ୧ଟା ମଧ୍ୟରେ ସିଏଚ୍ଏସ୍ଇ ପରିସରରେ ଔପଚାରିକ…