୧୯୦ ଦେଶରେ ତ୍ରୟୋଦଶ ଅନ୍ତର୍ଜାତୀୟ ‘ଆର୍ଟ୍ ଅଫ୍ ଗିଭିଂ’ ଦିବସ ପାଳିତ
ଭୁବନେଶ୍ୱର: ଶିକ୍ଷାବିତ୍ ଓ ସମାଜସେବୀ ତଥା ଆର୍ଟ ଅଫ୍ ଗିଭିଂ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଆହ୍ୱାନ କ୍ରମେ ଚଳିତବର୍ଷ ତ୍ରୟୋଦଶ ଅନ୍ତର୍ଜାତୀୟ ଆର୍ଟ୍ ଅଫ୍ ଗିଭିଂ ଦିବସ ବିଶ୍ୱର ୬ଟି ମହାଦେଶର ଭାରତ ସମେତ ୧୯୦ ଦେଶରେ ପାଳିତ ହୋଇଯାଇଛି।
ଏହା ସହିତ ୨୨୨ଟି ଏଫ୍ଆଇଭିବି ସଦସ୍ୟ…