ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ନୀତିନ ନବୀନ
ନୂଆଦିଲ୍ଲୀ: ନୀତିନ ନବୀନ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଏଥିପାଇଁ ସେ ଏକମାତ୍ର ପ୍ରାର୍ଥୀ ଥିବା ନେଇ ରିଟର୍ଣ୍ଣିଂ ଅଧିକାରୀ କେ. ଲକ୍ଷ୍ମଣ କହିଛନ୍ତି।
ଏହି ପଦ ପାଇଁ ତାଙ୍କ ସପକ୍ଷରେ ୩୭ ସେଟ୍ ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା ଓ ତାଙ୍କ ପ୍ରାର୍ଥୀତ୍ୱର…