ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା, ୨୪ ଘଣ୍ଟାରେ ୪ ଜିଲ୍ଲାରେ କାଳବେଶାଖୀ ଆଶଙ୍କା
ଭୁବନେଶ୍ବର: ରାଜ୍ୟରେ ବଢୁଛି ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା। ଏହାସହ ଆଗକୁ ରହିଛି ସୁପର ଏଲ୍ନିନୋ ଭୟ। ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ ହେଲାଣି। ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ…