Cyber Fraud: ଦୁଇ ବର୍ଷରେ ସାଇବର ଠକ ଲୁଟିଛନ୍ତି ୭୧୧ କୋଟି; ରିକଭରି ମାତ୍ର ୭ କୋଟି
ଭୁବନେଶ୍ବର:ରାଜ୍ୟରେ ବିଗତ ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ । କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା । ବିଧାନସଭାରେ ଏନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବିଧାନସଭାର ତଥ୍ୟ କହୁଛି ୨୦୨୪ରେ ୨୭ ହଜାର ୩୬୮…