ଲଗାଣ ବର୍ଷାରେ ବେହାଲ ରାୟଗଡା; ପୁଣି ରେଳ ଟ୍ରାକରେ ଧସିଲା ପାହାଡ; ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ
ରାୟଗଡ଼ା: ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡିଶା ପ୍ରବଳ ବର୍ଷା ସାଙ୍ଗକୁ ପବନ ହୋଇଛି। ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ପ୍ରଭାବରେ କେ ଆର ଲାଇନ ରେଳପଥରେ ପଥର ଧସି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଉଛି। ଶିକରପାଇ ରେଳ ଷ୍ଟେସନ ନିକଟ ରେଳ ଟ୍ରାକ୍ ଉପରେ ପଥର ଖସିଥିବା କୁହାଯାଉଛି।…