ମିଡ୍ ଡେ’ ଅପରେସନ ବି ଫେଲ୍: ବିଜେଡି ନେତା ଲେନିନ ମହାନ୍ତି
ଭୁବନେଶ୍ୱର: ପୁଣି ବିଜେପିକୁ ଟାର୍ଗେଟ କଲା ବିଜେଡି। ମିଡ୍ ଡେ’ ଅପରେସନ ବି ଫେଲ୍ କହିଲେ ବିଜେଡି ନେତା ଲେନିନ ମହାନ୍ତି । ମିଡ୍ ନାଇଟ୍ ଅପରେସନ୍ ଫେଲ୍ ହୋଇଥିଲା, ମିଡ୍ ଡେ’ ଅପରେସନ ବି ଫେଲ୍ ହୋଇଗଲା। ମିଡ୍ ଇଭିନିଙ୍ଗ ଅପରେସନ୍ ବି ଫେଲ୍ ହେବ କହିଲେ ଲେନିନ ମହାନ୍ତି।
ଏହା ସହ ସେ!--StartFragment>…