ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସତ୍ତ୍ୱାଧିକାର ନେଇ ଆଇନ ମନ୍ତ୍ରୀଙ୍କୁ ଅନ୍ତରିଣ ରିପୋର୍ଟ ପ୍ରଦାନ କଲେ ଜଷ୍ଟିସ୍ ଡିପି…
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି, ସେବାପୂଜା, ବିଧି ଏବଂ ପର୍ବପର୍ବାଣିକୁ ଶୃଙ୍ଖଳିତ କରିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ମନ୍ଦିରର ରେକର୍ଡ ଅଫ୍ ରାଇଟସ୍ର ଅନୁଧ୍ୟାନ ଓ ବିଶ୍ଳେଷଣ କରିବା ପାଇଁ ଦୁଇ ଜଣିଆ କମିଟି ଗଠିତ ହୋଇଥିଲା । ଏହି ଦୁଇ…