ATM Loot:ନୂଆ ଫଣ୍ଡାରେ ଲୁଟ୍…ସିସିଟିଭିରେ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟିଲେ ଲୁଟେରା
ମୟୂରଭଞ୍ଜ: ନୂଆ ଫଣ୍ଡାରେ ଏଟିଏମ୍ ଲୁଟ । ସିସିଟିଭି ନଜରରୁ ବର୍ତ୍ତିବାକୁ ସିସିଟିଭିରେ ଲାଲ ରଙ୍ଗର ସ୍ପ୍ରେ ମାରି ଲୁଟ କରିଛନ୍ତି ଲୁଟେରା । ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ଟଙ୍କା ନେଇ ଦୁର୍ବୃତ୍ତମାନେ…