ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ବାଛିବେ ଶାହ ଓ ମୋହନ
ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ବ ଦେଇଛି। ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।
ସୂଚନା ଅନୁଯାୟୀ, ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ପଶ୍ଚିମବଙ୍ଗ ବିଧାୟକ ଦଳ ନେତା ବାଛିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅମିତ ଶାହଙ୍କୁ…