Latest Odisha News

BREAKING NEWS

Yearly Archives

2026

US To Buy Venezuela Oil: ଟ୍ରମ୍ପଙ୍କ ବଡ଼ ଘୋଷଣା: ଭେନେଜୁଏଲାର ତେଲ କିଣିବ ଆମେରିକା

ୱାଶିଂଟନ: ଭେନେଜୁଏଲା ଦଖଲ ପରେ ତୈଳ ଭଣ୍ଡାର କବଜା କଲା ଆମେରିକା। ୩୦-୫୦ ମିଲିୟନ ବ୍ୟାରେଲ ତୈଳ ବିକ୍ରି କରିବ ଆମେରିକା। ବଜାର ମୂଲ୍ୟରେ ବିକ୍ରି ତୈଳରୁ ଆସିଥିବା ଅର୍ଥ ଭେନେଜୁଏଲା ଏବଂ ଆମେରିକାବାସୀଙ୍କ ସ୍ୱାର୍ଥରେ ବିନିଯୋଗ ହେବ। ସୋସିଆଲ ମିଡିଆରେ ଉଲ୍ଲେଖ କଲେ ଡୋନାଲ ଟ୍ରମ୍ପ।…

Odisha Cold Wave: ରାଜଧାନୀରେ ହାଡ଼ ଭଙ୍ଗା ଜାଡ଼, ସବୁଠି ପାରଦ ତଳମୁହାଁ

ଭୁବନେଶ୍ୱର: ରାଜଧାନୀରେ ହାଡ଼ ଭଙ୍ଗା ଜାଡ। ଭୁବନେଶ୍ୱରରେ ୭ ଡିଗ୍ରୀ ତଳକୁ ଖସିଲା ପାରଦ। ସକାଳ ୫ଟା ୩୦ରେ ୭.୨ ଡିଗ୍ରୀ ରହିଛି ତାପମାତ୍ରା। ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ । ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ…

Bulldozer Action: ମଧ୍ୟରାତ୍ରିରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ, ପଥର ମାଡରେ ୫ ପୋଲିସ କର୍ମଚାରୀ ଆହତ

ନୂଆଦିଲ୍ଲୀ: ରାଷ୍ଟୟୀୟ ରାଜଧାନୀ ନୂଆଦିଲ୍ଲୀର ତୁର୍କମାନ ଗେଟ୍ ଅଞ୍ଚଳର ରାମଲୀଳା ମଇଦାନ ନିକଟରେ ଫୈଜ-ଏ-ଇଲାହି ମସଜିଦ ପାଖରେ ମଧ୍ୟରାତ୍ରିରେ ବେଆଇନ ଜବରଦଖଲ ହଟାଇ ଦିଆଯାଇଛି। ଜାନୁଆରୀ ୭ ତାରିଖ ମଧ୍ୟରାତ୍ରିରେ ୧୦ଟି ବୁଲଡୋଜର ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ ସେଠାରେ…

Flights Cancelled: କୁହୁଡ଼ି ଯୋଗୁଁ ଦିଲ୍ଲୀରେ ୬ଟି ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ: ଭୀଷଣ ଶୀତ ଏବଂ ଘନ କୁହୁଡ଼ି ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ବିମାନ ଚଳାଚଳରେ ବାଧା ସୃଷ୍ଟି କରିଛି। ଆଜି ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୃଶ୍ୟମାନତା ଅତ୍ୟନ୍ତ କମ୍ ରେକର୍ଡ କରାଯାଇଥିଲା, ଯାହା ଫଳରେ ବିମାନ ଚଳାଚଳରେ ଗୁରୁତର ବାଧା ସୃଷ୍ଟି…

‘ଭିବି ଜି ରାମ ଜି’ ବିଲ୍‌ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗ୍ୟାରେଂଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ ଗ୍ରାମୀଣ (ଭିବି ଜି ରାମ ଜି) ବିଲ୍ ସଂସଦରେ ପାଶ୍ ହୋଇ ଆଇନ୍‌ରେ ପ୍ରଣୟନ ହୋଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ହେଉଛି ଏହି ଯୋଜନାର ଲକ୍ଷ୍ୟ। ଏହି…

ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍‌ମା ଲାଗୁ କଲେ

ଭୁବନେଶ୍ୱର: ସାରା ଓଡ଼ିଶାରେ ଡାକ୍ତରମାନେ ପ୍ରତିଦିନ ଦୁଇ ଘଣ୍ଟା ଧରି ଓପିଡିରେ ବସୁନଥିବାରୁ ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସ୍‌ମା) ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ ଏହି ନିୟମ ଅନୁଯାୟୀ ଛଅ ମାସ ପାଇଁ ରାଜ୍ୟର ସମସ୍ତ ସରକାରୀ ଏବଂ…

ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ ଟି୨୦ ବିଶ୍ୱକପ କାର୍ଯ୍ୟସୂଚୀ ବିବାଦ ନେଇ ବାଂଲାଦେଶ ବୋର୍ଡକୁ ଭେଟିବ । ବିସିସିଆଇ ବାଂଲାଦେଶର ପେସ ବୋଲର ମୁସ୍ତାଫିଜୁର ରହେମାନଙ୍କୁ ଆଇପିଏଲରେ ଖେଳିବା ପାଇଁ ଅନୁମତି ଦେଇ ନ ଥିଲା । ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବାଂଲାଦେଶ ବୋର୍ଡ ଭାରତରେ…

ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ

ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲାର ପାଇକଡାକୁଲୁଗୁଡ଼ାରେ ଏକ ଉଚ୍ଚ ବିଦ୍ୟାଳୟରେ ସୋମବାର ଦିନ ଅଗ୍ନିକାଣ୍ଡ ଘଟି ଚାରି ଜଣ ଛାତ୍ର ଗୁରୁତର ପୋଡ଼ି ହୋଇଯାଇଥିଲେ। ଏହି ଘଟଣାର ଦିନକ ପରେ ଅର୍ଥାତ୍ ମଙ୍ଗଳବାର ଦିନ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲର ପ୍ରଧାନ ଶିକ୍ଷକ ଏବଂ ଚାରି ଜଣ…

ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ

ନୂଆଦିଲ୍ଲୀ:ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ଟେଷ୍ଟ ଏବଂ ଆନ୍ତର୍ଜାତୀୟ ଟି୨୦କୁ ଅଲବିଦା କହି ସାରିଛନ୍ତି । ନିକଟରେ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଂଜ୍ରେକର ଭାରତର ଏହି ଷ୍ଟାର ବ୍ୟାଟ୍ସମ୍ୟାନ ଟେଷ୍ଟ କ୍ରିକେଟକୁ ସଂଘର୍ଷ ନ କରି ଛାଡିଦେବାକୁ ପରୋକ୍ଷରେ ସମାଲୋଚନା କରିଛନ୍ତି…

ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦିନରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍ ଟର୍ମିନାଲ(ବିଏସ୍ଏବିଟି) ବଡ଼ ପରିବହନ ଓ ବ୍ୟବସାୟିକ ପେଣ୍ଠସ୍ଥଳୀରେ ପରିଣତ ହେବାକୁ ଯାଉଛି। ଖୁବ୍ ଶୀଘ୍ର ଏଠାରେ ଆଇଟି ପ୍ରତିଷ୍ଠାନ କାର୍ଯ୍ୟକ୍ଷମ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)…