Latest Odisha News

BREAKING NEWS

Yearly Archives

2026

Odisha receive bomb threat: ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କଲା ହାଇକୋର୍ଟ ବାର ଆସୋସିଏସନ

କଟକ:ହାଇକୋର୍ଟ ବାର ଆସୋସିଏସନ ବୋମା ଧମକର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି । ଯେଉଁମାନେ ଏପରି ହୀନ କାର୍ଯ୍ୟରେ ସମ୍ପୃକ୍ତ ତାଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ବାର୍ ତରଫରୁ ଦାବି ହୋଇଛି । ଜଜ, ଓକିଲ ଏବଂ ମହକିଲଙ୍କ ସୁରକ୍ଷାକୁ ନଜରରେ ରଖି କିଛି ବଳିଷ୍ଠ ପଦକ୍ଷେପ ନିଆଯାଉ…

ରେଡ୍ ବେଳେ ପହଞ୍ଚିଲେ ମମତା ବାନାର୍ଜୀ; ଇଡି ସହ ମୁହାଁମୁହିଁ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମମତା ବାନାର୍ଜୀଙ୍କ ଟିଏମସି ସହିତ ଜଡିତ ରାଜନୈତିକ ପରାମର୍ଶଦାତା ସଂସ୍ଥା ଆଇ-ପିଏସି ସଂସ୍ଥାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢାଉ କରିଛି। ଯାହାପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

କ୍ଷମା ମାଗିଲେ ଇଂଲଣ୍ଡ ଦଳର ଅଧିନାୟକ ହ୍ୟାରୀ ବ୍ରୁକ

ନୂଆଦିଲ୍ଲୀ: ଆଶେସ ସିରିଜରେ ଇଂଲଣ୍ଡର ପ୍ରଦର୍ଶନ ପ୍ରଶଂସକଙ୍କୁ ନିରାଶ କରିଛି । ଇଂଲଣ୍ଡ ୪-୧ରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । ଆଶେସ ସିରିଜ ଶେଷ ହେବା ପରେ ହଠାତ ଇଂଲଣ୍ଡ ଧଳା ବଲ କ୍ରିକେଟର ଅଧିନାୟକ ହ୍ୟାରୀ ବ୍ରୁକ କ୍ଷମା ମାଗିଛନ୍ତି । ଅବଶ୍ୟ ସେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ…

ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ରଙ୍କ ଚିନ୍ତା ପ୍ରକଟ;ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ

ଭୁବନେଶ୍ୱର: ବଢୁଥିବା ବାୟୁ ପ୍ରଦୂଷଣ ନେଇ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ-ତାଳଚେର ଶିଳ୍ପାଞ୍ଚଳରେ ବଢୁଥିବା ମାତ୍ରାଧିକ ବାୟୁ ପ୍ରଦୂଷଣ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପରିବେଶ…

ବିଜୟ ହଜାରେ ଟ୍ରଫି: କ୍ୱାର୍ଟର ଫାଇନାଲ ଲାଇନଅପ ଚୂଡାନ୍ତ

ନୂଆଦିଲ୍ଲୀ: ବିଜୟ ହଜାରେ ଟ୍ରଫିର କ୍ୱାର୍ଟର ଫାଇନାଲ ଲାଇନଅପ ଚୂଡାନ୍ତ ହୋଇଛି । ଚମତ୍କାର ପ୍ରଦର୍ଶନ ସହ ଦିଲ୍ଲୀ, ସୌରାଷ୍ଟ୍ର, ପଞ୍ଜାବ, ମୁମ୍ବାଇ, ୟୁପି, ବିଦର୍ଭ, କର୍ଣ୍ଣାଟକ ଓ ମଧ୍ୟପ୍ରଦେଶ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ଏହି ଟୁର୍ଣ୍ଣାମେଂଟରେ ୩୨ଟି ଟିମ ଅଂଶଗ୍ରହଣ…

ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ

ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ପ୍ରତିରକ୍ଷା କ୍ଷେତ୍ରରେ ନିରନ୍ତର ସୁଦୃଢ଼ ​​ହେଉଛନ୍ତି । ଏହି ପରିପ୍ରେକ୍ଷୀରେ, ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ଜର୍ମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାକୁ ଯାଉଛି । ଜର୍ମାନ…

ତିଳକ ବର୍ମାଙ୍କ ଟି୨୦ ବିଶ୍ୱକପ ଖେଳିବା ନେଇ ସନ୍ଦେହ, କିଏ ହେବେ ବଦଳ ଖେଳାଳି

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ୨୦୨୬ ଆଉ ହାତ ଗଣତି ଦିନ ପରେ ଆରମ୍ଭ ହେବ । ଟିମ ଇଣ୍ଡିଆର ପ୍ରସ୍ତୁତି ଠିକ ବାଟେ ଚାଲିଥିବା ବେଳେ ଦଳର ମ୍ୟାଚ ବିଜେତା ଖେଳାଳି ତିଳକ ବର୍ମା ହଠାତ ଅସୁସ୍ଥ ହୋଇ ପଡିଥିଲେ । ବିଜୟ ହଜାରେ ଟ୍ରଫି ଖେଳିବା ଅବସରରେ ତାଙ୍କ ପେଟରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ପରେ…

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ

ଭୁବନେଶ୍ବର: ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ଏହି MOU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଝିଅମାନଙ୍କୁ ଶାଢୀ, ଚୁଡ଼ି, ପାଉଁଜି ଭଳି ବ୍ୟବହାର ସାମଗ୍ରୀ ଦିଆଯିବ।…

ବୋମା ଧମକ ପରେ ସ୍ଵାଭାବିକ ହେଲା କୋର୍ଟ କାର୍ଯ୍ୟ…

ଭୁବନେଶ୍ବର: ବୋମା ଧମକ ପରେ ବି ସ୍ୱାଭାବିକ ହୋଇଛି କୋର୍ଟ କାର୍ଯ୍ୟ । ବମ୍ ସ୍କ୍ୱାଡ୍‌, ଡଗ ସ୍କ୍ୱାଡ୍ ଓ ପୋଲିସର ଛାନଭିନ ପରେ କାମ ଆରମ୍ଭ ହୋଇଥିବା ସୂଚନା ମିଳିଛି। ମୁଖ୍ୟ ବିଚାରପତି ଓ ୩ ବିଚାରପତି କୋର୍ଟରେ ଶୁଣାଣି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟର ୩ଟି କୋର୍ଟ…

ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଓଡିଆ; ଦରମା ଦଉନି କମ୍ପାନୀ, ଦୂତାବାସ ବି ଶୁଣୁନି…

ଭୁବନେଶ୍ବର: ଉଜବେକିସ୍ତାନ ଆଙ୍ଗିୟୁଲରେ ଫସିଛନ୍ତି ଭାରତୀୟ । ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନର ଅନେକ ଯୁବକ ରହିଥିବା ଜଣାପଡିଛି । ଏଣ୍ଟର ଇଂଜିନିୟର କମ୍ପାନୀରେ ୧୫୦୦ରୁ ଅଧିକ ଭାରତୀୟ ଚାକିରୀ କରୁଥିବା ବେଳେ ଦୀର୍ଘ ୪ ମାସ ଧରି ସେମାନଙ୍କୁ ଦରମା ମିଳୁନଥିବା ଅଭିଯୋଗ…