Latest Odisha News

BREAKING NEWS

Yearly Archives

2026

ନାବାଳିକାଙ୍କ ଅଶ୍ଲୀଳ ଭିଡିଓ ଭାଇରାଲ ଅଭିଯୋଗ, ଯୁବକ ଗିରଫ

କଟକ: ଭାଇରାଲ ହେଲା ନାବାଳିକାଙ୍କ ଅଶ୍ଲୀଳ ଭିଡିଓ। ଏନେଇ ସାଇବର ଥାନାରେ ଅଭିଯୋଗ ହେବା ପରେ ଯୁବକକୁ ବାନ୍ଧିଲା ପୋଲିସ। ଅଶ୍ଲୀଳ ଭିଡିଓ ବିଭିନ୍ନ ହ୍ୱାଟସ୍ଆପ୍ ଗ୍ରୁପ୍‌ରୁ ଓ ସୋସିଆଲ୍ ମିଡିଆରେ ବାରମ୍ବାର ଫରୱାଡ୍ କରିବା ଅଭିଯୋଗରେ କଟକ ସାଇବର୍ ଥାନା ପୋଲିସ ମୁକେଶ ବାରିକକୁ ଗିରଫ କରି…

ଏୟାରପୋର୍ଟରୁ ବିଦେଶୀ ସିଗାରେଟ୍ ଜବତ, ୮ ଅଟକ

ଭୁବନେଶ୍ୱର: ବିମାନବନ୍ଦରରୁ ବିଦେଶୀ ସିଗାରେଟ୍ ଜବତ। ୮ ଅଟକ। ବେଆଇନ ସିଗାର ଓ ସିଗାରେଟ୍‌ ଜବତ କଲା DRI ଓ କଷ୍ଟମ ବିଭାଗ। ୨୫ଟି ସିଗାରେଟ ପ୍ୟାକେଟ୍‌ ଓ ୪୦୦୦ ପିସ୍‌ ସିଗାର ଜବତ। ଜବତ ସିଗାର ଓ ସିଗାରେଟ୍‌ର ମୂଲ୍ୟ ୩୫ ଲକ୍ଷ ଟଙ୍କା। ସେମାନଙ୍କ ପାଖରୁ ୧୦ ଲକ୍ଷ ଟଙ୍କାର ବିଦେଶୀ…

ଭେନେଜୁଏଲା ରାଷ୍ଟ୍ରପତି ଭବନ ନିକଟରେ ଆଖିବୁଜା ଗୁଳିମାଡ଼, ସଫେଇ ଦେଲା ଆମେରିକା…

କାରାକାସ: ଭେନେଜୁଏଲା ରାଜଧାନୀ କାରାକାସରେ ଥିବା ରାଷ୍ଟ୍ରପତି ଭବନ ନିକଟରେ ଆଖିବୁଜା ଗୁଳିମାଡ ହୋଇଛି । ଭେନେଜୁଏଲାର ରାଜଧାନୀ କାରାକାସରେ ରାଷ୍ଟ୍ରପତି ଭବନ ନିକଟରେ ଏକ ସନ୍ଦେହୀ ଡ୍ରୋନ୍ ଦେଖିବାକୁ ମିଳିଥିଲା । ଉକ୍ତ ଡ୍ରୋନକୁ ମାରି ଖସାଇଛି ଭେନେଜୁଏଲା ସେନା । ଘଟଣା ପରେ ଆଖପାଖ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା, ୧୮ ଦିନରେ ଗଲାଣି ୬ ଜୀବନ…

ଢାକା: ବାଂଲାଦେଶରେ ଗତ ୨୪ ଘଣ୍ଟାରେ ୨ ଜଣ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ଏକାକୁ ମିଶାଇ ୧୮ ଦିନରେ ୬ ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲାଣି । ଗତକାଲି ରାଣା ପ୍ରତାପ ବୈରାଗୀ (୪୫)ଙ୍କୁ ହତ୍ୟା କରାଯାଇଥିବେଳେ, ଏବେ ମଣି ଚକ୍ରବର୍ତ୍ତୀ ନାମଙ୍କ ଜଣେ ଯୁବକଙ୍କୁ…

Actress Hina Khan: ପୁଣି ବିଗିଡ଼ିଲା ହିନା ଖାନଙ୍କ ସ୍ବାସ୍ଥ୍ୟବସ୍ଥା, ପୋଷ୍ଟ ସେୟାର କରି କହିଲେ…

ନୂଆଦିଲ୍ଲୀ: ଲୋକପ୍ରିୟ ଟିଭି ଅଭିନେତ୍ରୀ ହିନା ଖାନଙ୍କୁ ନେଇ ପ୍ରଶଂସକମାନେ ପୁଣି ଥରେ ଚିନ୍ତିତ। କର୍କଟ ରୋଗ ଭଳି ଗମ୍ଭୀର ରୋଗ ସହିତ ଲଢ଼ିବା ପରେ, ହିନା ଏବେ ଆଉ ଏକ ନୂତନ ସ୍ୱାସ୍ଥ୍ୟ ଚିନ୍ତା ପ୍ରକାଶ କରିଛନ୍ତି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ନିକଟରେ, ଅଭିନେତ୍ରୀ ସୋସିଆଲ…

ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା

ଭୁବନେଶ୍ୱର: ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ପ୍ରଦୂଷଣ ପାଇଁ ଟ୍ୱିନ୍‌ ସିଟିରେ ଲାଗିଲା କଟକଣା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର…

Junior Fencing Championship: ଇଣ୍ଡୋର ଷ୍ଟାଡିୟମ୍ ରେ ୩୩ ତମ ଜାତୀୟ ଜୁନିଅର ଫେନ୍ସିଙ୍ଗ ଚମ୍ପିୟାନସିପ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଆରମ୍ଭ ହୋଇଛି  ୩୩ ତମ ଜାତୀୟ ଜୁନିଅର ଫେନ୍ସିଙ୍ଗ ଚମ୍ପିୟାନସିପ। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ଓଡ଼ିଶା ସମେତ ୩୨ ଟି ରାଜ୍ୟରୁ ପାଖାପାଖି ୬୦୦ ରୁ ଉର୍ଦ୍ଧ୍ବ ବାଳକ ବାଳିକା ପ୍ରତିଯୋଗୀ ଅଂଶ…

ବିଶ୍ୱକୁ ପୁଣି ଚମକାଇବ ଡିଆରଡିଓ, ଏହି ବର୍ଷ ଉଡାଣ ଭରିବାକୁ ଯାଉଛି LCA Mk-2, ଅଧ୍ୟକ୍ଷ କହିଲେ…

ନୂଆଦିଲ୍ଲୀ: ଭାରତ ରାଫେଲ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସକ୍ଷମ ସ୍ୱଦେଶୀ ଯୁଦ୍ଧ ବିମାନ, ତେଜସ୍ ମାର୍କ-୨, ଏହାର ପ୍ରଥମ ଉଡ଼ାଣ ଆରମ୍ଭ କରିବାକୁ ଯାଉଛି। ଏନେଇ ତାରିଖ ଘୋଷଣା କରାଯାଇଛି। ଡିଆରଡିଓ ଅଧ୍ୟକ୍ଷ 'ରକ୍ଷା ସୂତ୍ର' ପୋଡକାଷ୍ଟରେ ତେଜସ୍ ମାର୍କ-୨ର ବିକାଶ ଉପରେ ଏକ ପ୍ରମୁଖ…

Sonia Gandhi Health: ହଠାତ୍ ବିଗିଡିଲା ସୋନୀଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟ, ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବିଗିଡିଲା ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା । ତାଙ୍କୁ ମଙ୍ଗଳବାର ସକାଳେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହସ୍ପିଟାଲ ସୂତ୍ର ଅନୁଯାୟୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଭଲ ଅଛି ଏବଂ ସେ ଜଣେ ଚେଷ୍ଟ…