ପ୍ରଦୂଷଣ ପାଇଁ ଟ୍ୱିନ୍ ସିଟିରେ ଲାଗିଲା କଟକଣା
ଭୁବନେଶ୍ୱର: ବିଏମସିକୁ ଘାରିଲା ବାୟୁ ପ୍ରଦୂଷଣ ଚିନ୍ତା। ପ୍ରଦୂଷଣ ପାଇଁ ଟ୍ୱିନ୍ ସିଟିରେ ଲାଗିଲା କଟକଣା। ସନ୍ଧ୍ୟା ୬ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମସ୍ତ ନିର୍ମାଣ ବନ୍ଦ। ବାହାରେ ଆଵର୍ଜନା କିମ୍ବା ଢ଼ାବାରେ କୋଇଲା ଜାଳିବା ମନା। ରାଜଧାନୀରେ ବାୟୁ ପ୍ରଦୂଷଣକୁ ହ୍ରାସ କରିବାକୁ ଏୟାର…