ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହୋର୍ମୁଜ ଜଳମାର୍ଗରେ ଗ୍ୟାସ ଯୋଗାଣ ଠପ୍ ହୋଇଯାଇଥିଲା । ଏବେ ବିଶ୍ୱବ୍ୟାପୀ LPG ଗ୍ୟାସ୍ ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଭାବିତ ଦେଶମାନଙ୍କ ମଧ୍ୟରେ ଭାରତ ମଧ୍ୟ ରହିଛି। ଏବେ ଧିରେ ଧିରେ ଏହାର ପ୍ରଭାବ ସାଧାରଣ ଲୋକଙ୍କ ମଧ୍ୟରେ ଦେଖାଗଲାଣି।…