ହୋମଗାର୍ଡ ନିଯୁକ୍ତିରେ ପାତର ଅନ୍ତର ଅଭିଯୋଗ ଆଣି ଭଦ୍ରକ ଏସପି ଅଫିସ ସମ୍ମୁଖରେ ବିକ୍ଷୋଭ
ଭଦ୍ରକ: ଭଦ୍ରକ ଜିଲ୍ଲାରେ ହୋମଗାର୍ଡ ନିଯୁକ୍ତିର ଫାଇନାଲ ଲିଷ୍ଟ ଗତକାଲି ରାତିରେ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇ ନ ଥିବା ଛାତ୍ରଛାତ୍ରୀ ମାନେ ଆଜି ଭଦ୍ରକ ଆରକ୍ଷୀ ଅଧକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ନାରାବାଜି ଦେବା ସହ ବିକ୍ଷୋଭ ପ୍ରଦର୍ଶନୀ କରିଛନ୍ତି ।…