ନାମାଙ୍କନ ପତ୍ରରେ ମିଥ୍ୟା ସତ୍ୟପାଠ ଦାଖଲ ମାମଲା; କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି
କଟକ: ସୁପ୍ରିମକୋର୍ଟରୁ କନକ ବର୍ଦ୍ଧନ ସିଂଦେଓଙ୍କୁ ମିଳିଲା ବଡ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ…