ବାଚସ୍ପତି ଓ ଉପବାଚସ୍ପତିଙ୍କ ଅନୁପସ୍ଥିତିରେ କିପରି ଚାଲେ ଗୃହ ?
ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ମେଳି। ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଏବଂ ନିଷ୍ପତ୍ତି ନହେବା ପର୍ଯ୍ୟନ୍ତ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗୃହ କାର୍ଯ୍ୟରେ ଅଂଶଗ୍ରହଣ ନକରିବାକୁ ନିଷ୍ପତ୍ତି ନେଇଛନ୍ତି। ବାଚସ୍ପତିଙ୍କ ବିରୋଧରେ ଏପରି…