ପୁରୀରେ ଆୟୋଜିତ ହେବ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ
ଭୁବନେଶ୍ୱର: ଆଗାମୀ ୨୧ ତାରିଖ ଦିନ ପୁରୀଠାରେ ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବାଚସ୍ପତିଙ୍କ ଭୂମିକା ସମ୍ପର୍କିତ କମିଟି ସମ୍ମିଳନୀ ଅନୁଷ୍ଠିତ ହେବ । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରେୱକରଙ୍କ ଅଧ୍ୟକ୍ଷତା ଓ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ…