ଆରବିଆଇ ଦ୍ୱାରା ଆର୍ଥିକ ସାକ୍ଷରତା ସପ୍ତାହ ୨୦୨୬ ଆୟୋଜିତ
ଭୁବନେଶ୍ବର: ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୧୬ ମସିହାରୁ ପ୍ରତିବର୍ଷ ଏକ ନିର୍ଦ୍ଦିଷ୍ଟ ବିଷୟବସ୍ତୁ ଉପରେ ଆର୍ଥିକ ସାକ୍ଷରତା ସପ୍ତାହ (ଏଫଏଲଡବ୍ଲୁ) ପାଳନ କରିଆସୁଛି।
ତଦନୁଯାୟୀ, ଏହି ବର୍ଷ ଆର୍ଥିକ ସାକ୍ଷରତା ସପ୍ତାହ ଫେବୃଆରୀ ୦୯ ରୁ ଫେବୃଆରୀ ୧୩, ୨୦୨୬ ପର୍ଯ୍ୟନ୍ତ ପାଳନ କରାଯାଉଛି।…