School Wall Collapse:ସ୍କୁଲ ପାଚେରୀ ପଡ଼ି ୨ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପ୍ରଧାନଶିକ୍ଷକ ନିଲମ୍ବିତ,ଠିକାଦାରଙ୍କ…
ଗଜପତି:ରୁବୁଡିସିଂ ସ୍କୁଲ ପାଚେରୀ ପଡ଼ି ଦୁଇ ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଏହି ଘଟଣାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ବେତ ରାଇକାଙ୍କୁ ନିଲମ୍ବିତ କରାଯାଇଛି । ଏଥିସହ ବିଦ୍ୟାଳୟ କୋଠା କାମ କରୁଥିବା ଠିକାଦାର ପ୍ରମିଳା ପୂଜାରୀଙ୍କ ନାଁରେ ମାମଲା ରୁଜୁ ହୋଇଛି ।…