Latest Odisha News

BREAKING NEWS

Yearly Archives

2026

Turkman Gate Violence: ତୁର୍କମାନ ଗେଟ୍ ହିଂସା ମାମଲାରେ ବଡ ଖୁଲାସା;ରାଜନୈତିକ ସମ୍ପର୍କ ଏବଂ ବାହାର ପଥର…

ନୂଆଦିଲ୍ଲୀ: ଦିଲ୍ଲୀ ତୁର୍କମାନ ଗେଟ୍ ହିଂସା ମାମଲାରେ, ପୋଲିସ ତଦନ୍ତ ପାଇଁ ସ୍ୱତନ୍ତ୍ର ଦଳ ଗଠନ କରିଛି। ଗୋଟିଏ ଦଳ ସିସିଟିଭି ଫୁଟେଜ୍ ମାଧ୍ୟମରେ ପଥର ଫିଙ୍ଗାଳିମାନଙ୍କୁ ଚିହ୍ନଟ କରୁଛି ଓ ଅନ୍ୟ ଏକ ଦଳ ସୋସିଆଲ ମିଡିଆରେ କାମ କରୁଛି। ଏହା ମଧ୍ୟ ଜଣାପଡିଛି ଯେ ହିଂସାରେ ବାହାର ଲୋକ ସାମିଲ…

ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ଭିତରେ ଅଣହିନ୍ଦୁ ପ୍ରବେଶ;ତାଙ୍କୁ ନେଇଥିବା ବ୍ୟକ୍ତି ଅଟକ…

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବେଶ କରିଛନ୍ତି ଅଣହିନ୍ଦୁ । ଢିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ମନ୍ଦିରରେ ପ୍ରବେଶ କଲେ ଜାପାନୀ ପର୍ଯ୍ୟଟକ । ସୂଚନାଥାଉକି, ଓଡ଼ିଆ ଲୋକଙ୍କ ସାହାଯ୍ୟରେ ପ୍ରବେଶ କରିଥିଲେ ଜାପାନୀ ପର୍ଯ୍ୟଟକ । ଅଣହିନ୍ଦୁ ପ୍ରବେଶ ପରେ ସେବାୟତ ମହଲରେ ଅସନ୍ତୋଷ ।…

କେଳୁଚରଣ କୀର୍ତ୍ତି ଶତକମ୍ :ଉନ୍ମୋଚନ ହେବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ

ଭୁବନେଶ୍ୱର:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସୃଜନ ଅନୁଷ୍ଠାନର ମିଳିତ ସହଯୋଗରେ ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯିବ।…

‘Atal Van’ at Lok Bhavan: ଲୋକଭବନରେ ‘ଅଟଳ ବନ’କୁ ଉଦଘାଟନ କଲେ ପୂର୍ବତନ…

ଭୁବନେଶ୍ୱର: ଭାରତର ପୂର୍ବତନ ମାନ୍ୟବର ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ 'ଅଟଳ ବନ'ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ…

ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରାକ୍ଟର;ଚାଲିଗଲା ୨ଜଣଙ୍କ ଜୀବନ

ସମ୍ବଲପୁର: ଏକ ହୋଟେଲ ଭିତରକୁ ଇଟା ବୋଝେଇ ଟ୍ରାକ୍ଟର ପଶିଯିବାରୁ ୨ ଜଣଙ୍କ ମୃତ୍ୟୁ । ସମ୍ବଲପୁର ଭାଲୁପାଲିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ନାବାଳକ ଗୁରୁତର ହୋଇଛନ୍ତି । ଗୁରୁତର ନାବାଳକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ,ଏକ ଇଟା ବୋଝେଇ…

ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି

ଭୁବନେଶ୍ବର: ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟରସ୍ ୱେଲଫେୟାର ଆସୋସିଏସନ୍ (ଏଓସିଡବ୍ଲ୍ୟୁଏ) ଏବଂ ଅଲ୍ ଓଡ଼ିଶା କଣ୍ଟ୍ରାକ୍ଟରସ୍ ଆସୋସିଏସନ୍ (ଏଓସିଏ) ମିଳିତ ଭାବେ ୩ ଜାନୁଆରୀ ୨୦୨୬ରେ ପୂର୍ତ୍ତ ବିଭାଗର ମେମୋ ନମ୍ବର ୧୭୩/ଡବ୍ଲ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ନିୟମ ଅନୁଯାୟୀ,…

ଋଷ ତୈଳ ଟ୍ୟାଙ୍କରକୁ କବଜା କଲା ଆମେରିକା!

ନୂଆଦିଲ୍ଲୀ: ଭେନେଜୁଏଲାର ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କୁ ବନ୍ଧକ ବନାଇ ସାରିବା ପରେ ବର୍ତ୍ତମାନ ଆମେରିକା ଉତ୍ତର ଆଟଲାଣ୍ଟିକ୍ ଏବଂ କାରିବିଆନରେ ଭେନେଜୁଏଲା ସହିତ ଜଡିତ ଥିବା ଦୁଇଟି ତୈଳ ଟ୍ୟାଙ୍କର୍ ଜବତ କରିଥିବା ନେଇ ସୂଚନା ମିଳିଛି। ତେବେ ଆମେରିକାର ୟୁରୋପୀୟ କମାଣ୍ଡ ବାଣିଜ୍ୟ…

ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ…

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟକୁ ନେଇ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ସରକାରଙ୍କ ଏହି ଆକ୍ରୋଶମୂଳକ ପଦକ୍ଷେପକୁ ନେଇ ରାଜ୍ୟବାସୀଙ୍କ ମନରେ ସରକାରଙ୍କ ବିରୋଧରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।…

ଧୂରନ୍ଧର ଅକ୍ଷୟ ଖାଆନ୍ତି ନାହିଁ ଜଳଖିଆ

ମୁମ୍ବାଇ: ଧୂରନ୍ଧର ଫିଲ୍ମ ବକ୍ସ ଅଫିସରେ ଝଡ ସୃଷ୍ଟି କରିବା ସହ ଅନେକ ରେକର୍ଡ ଭଙ୍ଗ କରିଚାଲିଛି । ଏହି ଫିଲ୍ମରେ ଅକ୍ଷୟ ଖାନ୍ନାଙ୍କ ଅଭିନୟ, ଡ୍ୟାନ୍ସ ଓ ଷ୍ଟାଇଲ ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । ସେ ଏବେ ଭାରତରେ ଚର୍ଚ୍ଚିତ ହୋଇ ପଡିଛନ୍ତି । ତେବେ ବିନୋଦ ଖାନ୍ନାଙ୍କ ପୁଅଙ୍କ ଚଳଣି ଅତି…

ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ

ଭଦ୍ରକ: ବେକରେ ସାପ ଧରି ବୁଲିବା ବେଳେ ଚୋଟ ଖାଇଲେ ଯୁବକ । ଏପରି ଏକ ଘଟଣା ଭଦ୍ରକ ଜିଲ୍ଲା ବନ୍ତ ଅଞ୍ଚଳରେ ଘଟିଛି । ଗୁରୁତର ଯୁବକ ହେଲେ ସୁବଳ ସାହୁ । ସୁବଳ ଏକ ବିରଳ ରଙ୍ଗୀନ ସାପକୁ ବେକରେ ଗୁଡ଼ାଇ ବୁଲୁଥିଲେ । ସୂଚନାଥାଉକି,ସାପକୁ ବେକରେ ଗୁଡ଼ାଇ ବୁଲୁଥିବା ସମୟରେ ତାଙ୍କ ଡାହାଣ ହାତକୁ…