ସିଜେପି ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଗିରଫ…
ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଆଜି ତାଙ୍କୁ ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଆଗରେ ହାଜର କରାଯିବ।
ଶୁକ୍ରବାର ଦିଲ୍ଲୀର କନଟ୍ ପ୍ଲେସରେ ତ୍ରିରଙ୍ଗା ମାର୍ଚ୍ଚ ପୂର୍ବରୁ ଦୀପକେଙ୍କୁ ଅଟକ…