ମୋଦିଙ୍କ ସହ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ; ଏସବୁ ବିଷୟରେ କଲେ ଚର୍ଚ୍ଚା…
ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଓ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ଫୋନ୍ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ପରସ୍ପରକୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ଲୋକଙ୍କ ଶାନ୍ତି ଏବଂ ସମୃଦ୍ଧି ପାଇଁ କାମନା କରିବା ସହ ଗଣତାନ୍ତ୍ରିକ…