Odisha Police: ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପରେ ‘ଗୋଲଡେନ୍ ବୁଟ୍’ ହାସଲ କଲା ଓଡ଼ିଶା ପୋଲିସ
ଭୁବନେଶ୍ବର: ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ ୭୪ତମ ବି.ଏନ୍. ମଲ୍ଲିକ ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍ ୨୦୨୫-୨୬ରେ ଓଡ଼ିଶା ପୋଲିସର ପୁରୁଷ ଓ ମହିଳା ଫୁଟବଲ ଦଳ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଅବସରରେ ରାଜ୍ୟ ପୋଲିସ ମହିଳା ଓ…