ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକ ଶେଷ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରୁ ନୂଆ ରତ୍ନ ପଲଙ୍କରେ ନିଦ୍ରା ଯିବେ ମହାପ୍ରଭୁ। ତିନି ସେଟ୍ ରତ୍ନ ପଲଙ୍କ ପ୍ରସ୍ତୁତ ହୋଇଛି। ଆସନ୍ତା ୧୪ ଏପ୍ରିଲରୁ ଏହା…