ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା
କଟକ: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ୧୯ ଜୁଲାଇ ୨୦୨୩ରେ ରାଜ୍ୟ ପରିବହନ ପ୍ରାଧିକରଣର ୩୦୧ତମ…