Road Accident: ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ, ଚାଲିଗଲା ୩ ଜୀବନ
ବାଲେଶ୍ବର: ବାଲେଶ୍ବର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତା କଡରେ ଖରାପ ହୋଇ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ରବିବାର ବିଳମ୍ବିତ…